18.1 C
Bhubaneswar
Friday, December 12, 2025
Homeଓଡିଶାପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ମନା

ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ମନା

ଭୁବନେଶ୍ବର: ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ନେବାକୁ ସରକାରଙ୍କ ପକ୍ଷରୁ ମନା କରାଯାଇଛି। କିନ୍ତୁ ପ୍ଲାଷ୍ଟିକ ବୋତଲ ବଦଳରେ କାଚ ବୋତଲରେ ପେଟ୍ରୋଲ ମିଳିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି । ପେଟ୍ରୋଲିୟମ ନିୟମ ଅନୁଯାୟୀ ଆଇନ ହେବ ବୋଲି ମନ୍ତ୍ରୀ କହିଛନ୍ତି। ପେଟ୍ରୋଲ ପମ୍ପ ସଙ୍ଘ ଓ ଯୋଗାଣ ମନ୍ତ୍ରୀଙ୍କ ବୈଠକ ପରେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି । ସମସ୍ତ ଜିଲ୍ଲାପାଳଙ୍କୁ ଏନେଇ ନିର୍ଦ୍ଦେଶ ମଧ୍ୟ ଦିଆଯିବ । ବାହାରେ ବିନା ଲାଇସେନ୍ସରେ ପେଟ୍ରୋଲ ବିକ୍ରି କଲେ ସିଜ୍ କରିବା ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଅରଯିବ ବୋଲି ବୋଲି ଯୋଗାଣ ମନ୍ତ୍ରୀ କହିଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking