23.1 C
Bhubaneswar
Saturday, October 19, 2024
Homeଓଡିଶାସାଧାରଣତନ୍ତ୍ର ଦିବସ ପାଇଁ କାଲି ରାଜ୍ୟରେ ବନ୍ଦ ରହିବ ପେଟ୍ରୋଲ ପମ୍ପ

ସାଧାରଣତନ୍ତ୍ର ଦିବସ ପାଇଁ କାଲି ରାଜ୍ୟରେ ବନ୍ଦ ରହିବ ପେଟ୍ରୋଲ ପମ୍ପ

ଭୁବନେଶ୍ୱର :ଆସନ୍ତାକାଲି ସାଧାରଣତନ୍ତ୍ର ଦିବସ ପାଇଁ ରାଜ୍ୟରେ ବନ୍ଦ ରହିବ ପେଟ୍ରୋଲ ପମ୍ପ। କେବଳ ଜରୁରୀ ସେବା ପାଇଁ ପ୍ରତି ଜିଲ୍ଲାରେ କିଛି ପେଟ୍ରୋଲ ପମ୍ପ ଖୋଲିବ । ଏହି ସୂଚନା ଦେଇଛନ୍ତି । ପେଟ୍ରୋଲିୟମ୍ ଡିଲର୍ସ ଆସୋସିଏସନ ସଭାପତି ଶଶାଙ୍କ ସାହୁ । ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ସହ ଆଲୋଚନା ପରେ ପେଟ୍ରୋଲିୟମ ଡିଲର୍ସ ଆସୋସିଏସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।

ସ୍ତ୍ରୀକୁ ମାରି ଜଙ୍ଗଲରେ ଫିଙ୍ଗିଲା ନୃସଂଶ ସ୍ୱାମୀ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking