25.1 C
Bhubaneswar
Thursday, October 29, 2026
Homeଓଡିଶାଭିଜିଲାନ୍ସ ପଞ୍ଝାରେ ଫୁଲନଖରା ଡେପୁଟି ଫରେଷ୍ଟ ରେଞ୍ଜର

ଭିଜିଲାନ୍ସ ପଞ୍ଝାରେ ଫୁଲନଖରା ଡେପୁଟି ଫରେଷ୍ଟ ରେଞ୍ଜର

କଟକ : ଲକ୍ଷେ ଟଙ୍କା ଲାଞ୍ଚ ନେଉଥିଲେ, ମାଡ଼ି ବସିଲା ଭିଜିଲାନ୍ସ । ଲାଞ୍ଚ ନେଇ ଧରା ପଡ଼ିଲେ କଟକ ଫୁଲନଖରା ଡେପୁଟି ଫରେଷ୍ଟ ରେଞ୍ଜର ମୌସୁମୀ ବେହେରା । ଜୁଲାଇରୁ ସେପ୍ଟେମ୍ଵର ମାସ ମଧ୍ୟରେ ବୃକ୍ଷରୋପଣ ସମ୍ପର୍କିତ ବିଲ୍ ପାସ୍ କରିବାକୁ ଜଣେ ଷ୍ଟାଫଙ୍କ ଠାରୁ ସେ ଲକ୍ଷେ ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଛନ୍ତି । ମ୍ୟାଡାମଙ୍କ ଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ ହୋଇଛି । ମୌସୁମୀ ବେହେରାଙ୍କ ଦୁଇଟି ସ୍ଥାନରେ ଏବେ ଭିଜିଲାନ୍ସ ଟିମ୍ ଚଢାଉ କରିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking