ଭୁବନେଶ୍ୱର: ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ନିଯୁକ୍ତ ହେବେ ପିଅନ । ଏନେଇ ଘୋଷଣା କରିଛନ୍ତି ରାଜ୍ୟ ସରକାର । ନୂତନ ପଦବୀ ସୃଷ୍ଟି ହେବା ସହ ଦରମା ୧୩ ହଜାର ୧୬୦ ଟଙ୍କା ରହିବ । ପୂର୍ବରୁ ପଞ୍ଚାୟତଗୁଡିକ ନିଜ ସ୍ତରରେ ପିଅନ ରଖି ଦରମା ଦେଉଥିଲେ । ପଞ୍ଚାୟତ ଫଣ୍ଡରୁ ପିଅନଙ୍କୁ ଦରମା ଦିଆଯାଇଥିଲା । କିନ୍ତୁ ଏବେ ରାଜ୍ୟ ସରକାର ଦରମା ଦେବେ ।










