ପିପିଲି ଉପନିର୍ବାଚନ : ଦିନ ୧୧ଟା ସୁଦ୍ଧା ୨୪.୭୬% ମତଦାନ

ପୁରୀ: ପିପିଲି ଉପନିର୍ବାଚନ ପାଇଁ ଆଜି କୋଭିଡ୍ କଟକଣା ମଧ୍ୟରେ ସକାଳ ୭ଟାରୁ ମତଦାନ ପକ୍ରିୟା ଆରମ୍ଭ ହୋଇଛି। ମତଦାନ ଜୋରଦାର୍ ଭାବରେ ଆଗେଇ ଚାଲିଛି । ତେବେ ଦିନ ୧୧ଟା ସୁଦ୍ଧା ୨୪.୭୬% ମତଦାନ ହୋଇଛି । ସେହିପରି ସକାଳ ୯ଟା ସୁଦ୍ଧା ୭.୮% ମତଦାନ ହୋଇଥିଲା । ତେବେ କୋଭିଡ୍ କଟକଣା ମଧ୍ୟରେ ପିପିଲି ଉପନିର୍ବାଚନ ଜାରି ରହିଛି । ତେଣୁ ଏନେଇ ମତଦାନ କେନ୍ଦ୍ର ଗୁଡ଼ିକରେ ସ୍ୱତନ୍ତ୍ର ପ୍ରସ୍ତୁତି କରାଯାଇଛି । ପୁଲିଂ … Continue reading ପିପିଲି ଉପନିର୍ବାଚନ : ଦିନ ୧୧ଟା ସୁଦ୍ଧା ୨୪.୭୬% ମତଦାନ