30.1 C
Bhubaneswar
Wednesday, February 11, 2026
Homeଓଡିଶାପିୟୁସିସି ଫାଇନ କମାଇବା ଯୋଜନା ଚାଲିଛି: ମନ୍ତ୍ରୀ

ପିୟୁସିସି ଫାଇନ କମାଇବା ଯୋଜନା ଚାଲିଛି: ମନ୍ତ୍ରୀ

ଭୁବନେଶ୍ୱର: ପିୟୁସିସି ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ ସୂଚନା ଦେଇଛନ୍ତି। ସମସ୍ତଙ୍କୁ ପିୟୁସିସି କରିବା ବାଧ୍ୟତାମୂଳକ କହିଛନ୍ତି ପରିବହନ ମନ୍ତ୍ରୀ । ଆହୁରି କହିଛନ୍ତି, ଟୋଲ ଗେଟରେ ପିୟୁସିସି ଫାଇନ କମାଇବା ପାଇଁ ଚାଲିଛି ଯୋଜନା। ୧୦ ହଜାର ଟଙ୍କା ଫାଇନକୁ କମ କରିବାକୁ ଆଲୋଚନା ଚାଲିଛି। ରାଜ୍ୟରେ ବାୟୁ ପ୍ରଦୂଷଣ ନେଇ କଡାକଡି ହୋଇଥିଲା ପିୟୁସିସି ନିୟମ । ଯାହାର ଗାଡି ଅଛି , ପିୟୁସିସି କରିବାକୁ କହିଥିଲେ ସରକାର।ସୂଚନାଥାଉକି ଗତକାଲି ପିୟୁସିସି ପ୍ରସଙ୍ଗରେ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଥିଲେ । ବକେୟା ଚାଲାଣ ପୈଠ ନକଲେ ହୋଇପାରିବନି ପିୟୁସିସି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking