28.1 C
Bhubaneswar
Saturday, April 27, 2024
Homeବ୍ରେକୀଙ୍ଗକୋରାପୁଟରେ ପ୍ଲାଜମା ବ୍ୟାଙ୍କ ଉଦଘାଟିତ

କୋରାପୁଟରେ ପ୍ଲାଜମା ବ୍ୟାଙ୍କ ଉଦଘାଟିତ

କୋରାପୁଟ: କୋରାପୁଟ ସହିଦ ଲକ୍ଷ୍ମଣ ନାୟକ କଲେଜ ପରିସରରେ ପ୍ଲାଜାମା ସଞ୍ଚୟ କେନ୍ଦ୍ର ଉଦଘାଟିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମ  ରେ ମୁଖ୍ୟ ଅତିଥି ଭାବେ ହସ୍ତତନ୍ତ ମନ୍ତ୍ରୀ ଶ୍ରୀମତୀ ପଦ୍ମିନୀ ଦିୱାନ ଯୋଗଦେଇ ଉଦଘାଟିତ କରିଥିଲେ । କୋରାପୁଟଜିଲ୍ଲା ପାଳମଧୁସୂଦନ ମିଶ୍ର ଓ ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା କୋରାପୁଟ ବିଧାୟକ ଶ୍ରୀ ରଘୁରାମ ପୋଡାଲ, ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ଓ ମେଡ଼ିକାଲ କଲେଜ ର କର୍ମକର୍ତା ଉପସ୍ଥିତ ରହି ଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking