40.1 C
Bhubaneswar
Thursday, April 25, 2024
Homeଓଡିଶାବାଲିଯାତ୍ରା ପାଇଁ ଆସନ୍ତାକାଲି ଠାରୁ ଅକ୍ଟୋବର ୭ ପର୍ଯ୍ୟନ୍ତ ପ୍ଲଟ ପଞ୍ଜିକରଣ

ବାଲିଯାତ୍ରା ପାଇଁ ଆସନ୍ତାକାଲି ଠାରୁ ଅକ୍ଟୋବର ୭ ପର୍ଯ୍ୟନ୍ତ ପ୍ଲଟ ପଞ୍ଜିକରଣ

କଟକ: ବାଲିଯାତ୍ରା ପାଇଁ କାଲିଠୁ ପ୍ଲଟ ପଞ୍ଜିକରଣ । ନଭେମ୍ବର ୮ ରେ କାର୍ତ୍ତିକ ପୂର୍ଣ୍ଣିମାଠାରୁ ହେବ ବାଲିଯାତ୍ରା । ଏକ ହଜାର ବର୍ଗଫୁଟରୁ ଅଧିକ ଜାଗା ନେଉଥିବା ବ୍ୟବସାୟୀ ଆସନ୍ତାକାଲି ଠାରୁ ଅକ୍ଟୋବର ୭ ପର୍ଯ୍ୟନ୍ତ ପଞ୍ଜିକରଣ ଓ ବୁକିଂ କରି ପାରିବେ । ଏକ ହଜାର ବର୍ଗଫୁଟରୁ କମ ଜାଗା ନେବାକୁ ଚାହୁଁଥିବା ବ୍ୟବସାୟୀ ଅକ୍ଟୋବର ୮ ରୁ ଅକ୍ଟୋବର ୧୫ ପର୍ଯ୍ୟନ୍ତ ବୁକିଂ କରିବେ । ନଭେମ୍ବର ୮ରୁ ନଭେମ୍ବର ୧୬ ପର୍ଯ୍ୟନ୍ତ ଚାଲିବ ବାଲିଯାତ୍ରା । ପ୍ଲଟ ବୁକିଂ ପାଇଁ www.baliyatra.org କିମ୍ବା www.cuttack.nic.in ଲଗ ଅନ କରି ପାରିବେ । କୋଭିଡ ପାଇଁ ଦୁଇ ବର୍ଷ ଧରି ବନ୍ଦ ଥିଲା ବାଲିଯାତ୍ରା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking