17.1 C
Bhubaneswar
Friday, February 6, 2026
Homeଓଡିଶାଯୁକ୍ତ ୨ ପରୀକ୍ଷା ଫର୍ମଫିଲପ୍‌ ତାରିଖ ଘୋଷଣା

ଯୁକ୍ତ ୨ ପରୀକ୍ଷା ଫର୍ମଫିଲପ୍‌ ତାରିଖ ଘୋଷଣା

ଭୁବନେଶ୍ୱର: ଯୁକ୍ତ ୨ ପରୀକ୍ଷା ଫର୍ମଫିଲପ୍‌ ନେଇ ତାରିଖ ଘୋଷଣା କଲା ସିଏଚ୍ଏସଇ। ରେଗୁଲାର ପରୀକ୍ଷାର୍ଥୀ ଆସନ୍ତା ୨୦ରୁ ନଭେମ୍ବର ୬ ଭିତରେ ଭରିବେ। ଏକ୍ସରେଗୁଲାର ପରୀକ୍ଷାର୍ଥୀ ଆସନ୍ତା ୧୩ରୁ ୨୫ ଭିତରେ ଫର୍ମ ଭରିବେ। ୨୦୦ ଟଙ୍କା ଫାଇନ୍‌ରେ ନଭେମ୍ବର ୧୦ରୁ ୧୪ ମଧ୍ୟରେ ଫର୍ମ ଫିଲଅପ୍‌। ୬ ଶହ ଟଙ୍କା ଫାଇନ୍‌ରେ ନଭେମ୍ବର ୧୭ରୁ ୧୯ ମଧ୍ୟରେ ଭରିପାରିବେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking