19.1 C
Bhubaneswar
Monday, December 8, 2025
Homeଓଡିଶାଜୁନ ୧ ପର୍ଯ୍ୟନ୍ତ ଯୁକ୍ତ ୩ ଆବେଦନ

ଜୁନ ୧ ପର୍ଯ୍ୟନ୍ତ ଯୁକ୍ତ ୩ ଆବେଦନ

ଭୁବନେଶ୍ୱର: ଯୁକ୍ତ ୩ ନାମଲେଖା  ଆବେଦନ ଅବଧି ବୃଦ୍ଧି କଲେ ରାଜ୍ୟ ସରକାର । ଜୁନ ୧ ତାରିଖ ପର୍ଯ୍ୟନ୍ତ ବୃଦ୍ଦି କଲେ ରାଜ୍ୟ ସରକାର । ଆଜି ଶେଷ ହେଉଥିବା ଅବଧି ଜୁନ ୧ ପର୍ଯ୍ୟନ୍ତ ବଢିଲା । +୩ ପାଇଁ  ନାମଲେଖା ଆବେଦନ ଅବଧି ବଢିବା ନେଇ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂଯ୍ୟବଂଶୀ ସୂରଜଙ୍କ ସହ କଥା ହୋଇଥିଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଆବେଦନ ସମୟ ସୀମା ବୃଦ୍ଧି କରିବାକୁ ଆଲୋଚନା କରିଥିଲେ । ସମୟସୀମା ବୃଦ୍ଧି କରିବାକୁ ଉଚ୍ଚଶିକ୍ଷା ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେଏତିକିବେଳେ ଦିନେ ଦୁଇ ଦିନ ଭିତରେ +୨ ପରୀକ୍ଷା ଫଳ ଆସିବ । ଏନେଇ ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking