28.1 C
Bhubaneswar
Saturday, April 27, 2024
Homeଓଡିଶା+୨ ଦ୍ୱିତୀୟ ପର୍ଯ୍ୟାୟ ଆଡମିଶନ

+୨ ଦ୍ୱିତୀୟ ପର୍ଯ୍ୟାୟ ଆଡମିଶନ

ଭୁବନେଶ୍ୱର: ଯୁକ୍ତ ଦୁଇ ଦ୍ୱିତୀୟ ପର୍ଯ୍ୟାୟ ଆଡମିଶନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଅକ୍ଟୋବର ୧୨ରୁ ୨୫ ପର୍ଯ୍ୟନ୍ତ ଆଡମିଶନ ପାଇଁ ଛାତ୍ରଛାତ୍ରୀ ଆବେଦନ କରିପାରିବେ । ଏହାପରେ ଅକ୍ଟୋବର ୩୦ ତାରିଖରେ ମେରିଟ ଲିଷ୍ଟ ପ୍ରକାଶ ପାଇବ । ଯେଉଁମାନେ ପ୍ରଥମ ପର୍ଯ୍ୟାୟରେ ପାଇନାହାନ୍ତି, ଆବେଦନ କରିପାରିବେ ।  ପ୍ରଥମ ପର୍ଯ୍ୟାୟ ନାମ ଲେଖା ସେପ୍ଟେମ୍ବର ୧୪ରୁ ଆରମ୍ଭ ହୋଇ ୨୧ ତାରିଖ ପର୍ଯ୍ୟନ୍ତ ଚାଲିଥିଲା । ସେହିପରି ସେପ୍ଟେମ୍ବର ୨୭ ତାରିଖ ଅପରାହ୍ନରେ ୪ଟାରେ ପ୍ରକାଶ ପାଇବ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା । ସେପ୍ଟେମ୍ବର ୨୯ରୁ ଅକ୍ଟୋବର ୧ ତାରିଖ ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନାମ ଲେଖା ହେବ । ଯଦି ସିଟ୍ ଖାଲି ପଡେ ତେବେ ସ୍ପଟ ଆଡମିଶନ ଅକ୍ଟୋବର ୭ରେ କରାଯିବ  ବୋଲି ସୂଚନା ଦିଆଯାଇଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking