29.1 C
Bhubaneswar
Saturday, April 20, 2024
Homeଓଡିଶାଅଗଷ୍ଟ ୨ୟ ସପ୍ତାହରେ ଯୁକ୍ତ ଦୁଇ ରେଜଲ୍ଟ

ଅଗଷ୍ଟ ୨ୟ ସପ୍ତାହରେ ଯୁକ୍ତ ଦୁଇ ରେଜଲ୍ଟ

ଭୁବନେଶ୍ୱର: ଅଗଷ୍ଟ ୨ୟ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ । ରେଜଲ୍ଟ ଏବଂ ମୂଲ୍ୟାୟନ ପଦ୍ଧତି ନେଇ ସିଏଚଏସଇ ପକ୍ଷରୁ ପ୍ରକାଶ କରାଯାଇଛି । ମାଟ୍ରିକ ପରୀକ୍ଷା ମାର୍କ ଭିତ୍ତିରେ ମୂଲ୍ୟାୟନ ହେବାକୁ ନିଷ୍ପତ୍ତି ହୋଇଛି । ରେଗୁଲାର ପିଲାଙ୍କ ମାର୍କିଂ ମାଟ୍ରିକ ନମ୍ବର ଭିତ୍ତିରେ ହେବ । ଏକ୍ସରେଗୁଲାର ପିଲାଙ୍କ ମାର୍କିଂ ପୂର୍ବଥର ଯୁକ୍ତ ଦୁଇ ପରୀକ୍ଷା ଭିତ୍ତିରେ ହେବ । ଯେଉଁମାନେ ମାର୍କରେ ସନ୍ତୁଷ୍ଟ ନହେବେ, ପରେ ପରୀକ୍ଷା ଦେଇପାରିବେ । ପରିସ୍ଥିତି ସ୍ୱାଭାବିକ ହେବା ପରେ ଅଫଲାଇନରେ ପରୀକ୍ଷା ଦେଇପାରିବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking