27.8 C
Bhubaneswar
Friday, April 19, 2024
Homeଓଡିଶାଆଜିଠୁ +୩ ଓ ପିଜି ଶେଷ ସେମିଷ୍ଟାରର ପ୍ରାକ୍ଟିକାଲ ପରୀକ୍ଷା

ଆଜିଠୁ +୩ ଓ ପିଜି ଶେଷ ସେମିଷ୍ଟାରର ପ୍ରାକ୍ଟିକାଲ ପରୀକ୍ଷା

ଭୁବନେଶ୍ୱର : ଆଜିଠୁ +୩ ଓ ପିଜି ଶେଷ ସେମିଷ୍ଟାରର ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ ହୋଇଛି । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ପରୀକ୍ଷା ପରିଚଳନା କରିବେ ରାଜ୍ୟ ସରକାର । ଉଭୟ ଅନଲାଇନ୍ ଓ ଅଫ୍ ଲାଇନ୍ ଯୋଗେ ହେବ ପରୀକ୍ଷା । ଉଭୟ ଅନଲାଇନ୍ ଓ ଅଫଲାଇନ୍ ଯୋଗେ କିଛି ଶିକ୍ଷାଅନୁଷ୍ଠାନ ପରୀକ୍ଷା କରିବେ। ଆସନ୍ତା ୨୯ ତାରିଖରୁ ଆରମ୍ଭ ହେବ ଥିଓରୀ ପରୀକ୍ଷା । କରୋନା କଟକଣା ଭିତରେ ପରୀକ୍ଷା କରାଯିବ । ଅକ୍ଟୋବର ୧୦ ସୁଦ୍ଧା ଏ ସବୁ ପରୀକ୍ଷା ଶେଷ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking