26.1 C
Bhubaneswar
Saturday, December 13, 2025
Homeଓଡିଶାଅଗଷ୍ଟ ୨ରେ ପିଏମ କିଷାନ ଟଙ୍କା

ଅଗଷ୍ଟ ୨ରେ ପିଏମ କିଷାନ ଟଙ୍କା

ଭୁବନେଶ୍ୱର: ଅଗଷ୍ଟ ୨ ତାରିଖରେ ଚାଷୀଙ୍କ ଆକାଉଣ୍ଟକୁ ଆସିବ ପିଏମ କିଷାନ ଟଙ୍କା ।  ବାରଣାସୀରୁ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବେ ପ୍ରଧାନମନ୍ତ୍ରୀ ମୋଦି । ଡିବିଟି ଜରିଆରେ ପ୍ରତି ଚାଷୀଙ୍କ ଆକାଉଣ୍ଟକୁ ଯିବ ୨ ହଜାର ଟଙ୍କା । ୯ କୋଟି ୭୦ ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ଯିବ ୨୦ ହଜାର ୫ ଶହ କୋଟି ଟଙ୍କା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking