29.1 C
Bhubaneswar
Saturday, May 18, 2024
Homeଓଡିଶାଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କାଲି ରାତି ସାଢ଼େ ୯ଟାରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବେ। ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ଆଜି ଏହି ସୂଚନା ଦେଇଛନ୍ତି।

ପ୍ରଧାନମନ୍ତ୍ରୀ ରାତିରେ ଭୁବନେଶ୍ୱରରେ ରାତ୍ରିଯାପନ କରିବେ। ସୋମବାର ସକାଳ ସାଢ଼େ ୧୦ଟାରେ ବ୍ରହ୍ମପୁର ଯିବେ। ସେଠାରେ ସାଧାରଣ ସଭାରେ ଯୋଗଦେବେ। ପରେ ପ୍ରଧାନମନ୍ତ୍ରୀ ନବରଙ୍ଗପୁର ଯିବେ। ସେଠାରେ ବିଜେପିର ବିଜୟ ସଂକ୍ପଳ ସମାବେଶରେ ଯୋଗ ଦେବେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking