30.1 C
Bhubaneswar
Sunday, July 20, 2025
Homeଓଡିଶା୨୦ରେ ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ରୋଡ ଶୋ: ମନ୍ତ୍ରୀ

୨୦ରେ ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ରୋଡ ଶୋ: ମନ୍ତ୍ରୀ

ଭୁବନେଶ୍ୱର:  ଜୁନ ୨୦ରେ ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ରୋଡ ଶୋ । ଏନେଇ ସୂଚନା ଦେଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ । ଅପରାହ୍ନ ୩ଟା ପରେ ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯିବ । ତ୍ରିରଙ୍ଗା ଯାତ୍ରାରେ ସାମିଲ ହେବା ପରେ  ରୋଡ ଶୋ କରିବେ । ଅନ୍ତ୍ୟୋଦୟ ଯୋଜନାରେ ୫୦ ହଜାର ହିତାଧିକାରୀଙ୍କୁ କାଯ୍ୟାଦେଶ ବାଣ୍ଟିବେ । ଅନେକ ନୂଆ ଯୋଜନା ଘୋଷଣା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।  ମହାପୁରୁଷ ର୍ଦର୍ଶ ଗାଁ ଯୋଜନା ବି ଘୋଷଣା ହୋଇପାରେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking