33.1 C
Bhubaneswar
Friday, April 3, 2026
Homeଓଡିଶାନକଲି ସିଆଇଡି ଅଧିକାରୀଙ୍କୁ ବାନ୍ଧିଲା ପୋଲିସ

ନକଲି ସିଆଇଡି ଅଧିକାରୀଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର: ନକଲି ସିଆଇଡି ଅଧିକାରୀଙ୍କୁ ବାନ୍ଧିଲା ଚନ୍ଦ୍ରଶେଖର ପୋଲିସ । ସିଆଇଡି ପରିଚୟ ଦେଇ ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ବ୍ୟବସାୟୀଙ୍କୁ ଲୁଟୁଥିଲେ । ଚନ୍ଦ୍ରଶେଖରପୁରର ଏକ ଘରୋଇ ଶିକ୍ଷାନୁଷ୍ଠାନ ବାହାରେ ଗିରଫ କଲା ପୋଲିସ । ନିଜକୁ ସିଆଇଡି ଅଧିକାରୀ କହି ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ପ୍ରବେଶ କରୁଥିଲେ । ଶିକ୍ଷା ଅନୁଷ୍ଠାନରେ ପ୍ରବଳ ଅନିୟମିତତା ଦର୍ଶାଇ ଟଙ୍କା ଆଦାୟ କରୁଥିଲେ । କେବଳ ଶିକ୍ଷା ଅନୁଷ୍ଠାନ ନୁହଁ ବଡବଡ ବ୍ୟବସାୟ ପ୍ରତିଷ୍ଠାନରେ ମଧ୍ୟ ଏମାନେ ନିଜକୁ ସିଆଇଡି କହି ଯାଞ୍ଚ ଆଳରେ ମାଲିକଙ୍କ ଠାରୁ ଟଙ୍କା ଲୁଟୁଥିଲେ । ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଏକ ଘରୋଇ ଶିକ୍ଷା ଅନୁଷ୍ଠାନ ବାହାରେ ନାଲିପତାକା ମାରି ଟଙ୍କା ମାଗୁଥିବା ସମୟରେ ପୋଲିସ ପହଞ୍ଚିଥିଲା । ନିଜକୁ ସିଆଇଡି ପରିଚୟ ଦେଉଥିବା ୮ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିିଛି ଚନ୍ଦ୍ରଶେଖର ପୋଲିସ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking