17.1 C
Bhubaneswar
Tuesday, December 9, 2025
Homeଓଡିଶାଶ୍ରୀମନ୍ଦିରକୁ ଚଢୁଥିଲେ: ଧରିଲା ପୋଲିସ

ଶ୍ରୀମନ୍ଦିରକୁ ଚଢୁଥିଲେ: ଧରିଲା ପୋଲିସ

ପୁରୀ: ପୁରୀ ଶ୍ରୀମନ୍ଦିର ଉପରକୁ ଚଢୁଥିବାବେଳେ ଜଣେ ପର୍ଯ୍ୟଟକଙ୍କୁ ଧରିଲା ଜଗନ୍ନାଥ ଟେମ୍ପଲ ପୁଲିସ । ବେହରଣ ଦ୍ଵାର ପଟରୁ ପ୍ରାୟ ୫ ରୁ ୭ ଫୁଟ୍ ଚଢ଼ି ସାରିଥିବା ବେଳେ ଜଗନ୍ନାଥ ମନ୍ଦିର ପୋଲିସ ଜେଟିପି ହାତରେ ଧରାପଡିଛି ବ୍ୟକ୍ତି ଜଣଙ୍କ। ପରେ ତାଙ୍କୁ ସିଂହଦ୍ୱାର ପୋଲିସ ଜିମା ଦିଆଯାଇଛି। ବ୍ୟକ୍ତି ଜଣକ ବିହାରର ବୋଲି ପ୍ରାଥମିକ ସୂଚନା ମିଳିଛି ।  ଦକ୍ଷିଣ ଘର ବାଟରେ ବ୍ୟକ୍ତି ଜଣକ ଉପରକୁ ଚଢ଼ିବାକୁ ଚେଷ୍ଟା କରିଥିଲେ। ବ୍ୟକ୍ତି ଜଣଙ୍କର ମାନସିକ ସ୍ଥିତି ଦୁର୍ବଳ ଥିବା ସୂଚନା ମିଳିଛି ।  ତେବେ ଏନେଇ ଅଧିକ ଛାନ୍ ଭିନ କରୁଛି ସିଂହଦ୍ୱାର ପୋଲିସ ।  ପୂର୍ବରୁ ଗଞ୍ଜାମ ର ଜଣେ ବ୍ୟକ୍ତି ମନ୍ଦିର ଅଁଳା ବେଢ଼ା ଉପରକୁ ଚଢ଼ି ସୁରକ୍ଷାକୁ ଚ୍ୟାଲେଞ୍ଜ ଦେଇଥିଲେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking