ପୋଲିସ-ମୋଓବାଦୀ ଗୁଳି ବିନିମୟ

ବୌଦ୍ଧ : ବୌଦ୍ଧରେ ପୋଲିସ -ମୋଓବାଦୀ ଗୁଳି ବିନିମୟ ହୋଇଛି। ବୌଦ୍ଧ-କନ୍ଧମାଳ ସୀମାନ୍ତ ନଳୀକୁମ୍ପା ଜଙ୍ଗଲରେ ପୁଲିସ୍ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ । ନଳୀକୁମ୍ପା ଜଙ୍ଗଲରେ କୁଲବେଡ଼ା ଜଙ୍ଗଲରେ ମାଓ ଶିବିର ଚାଲିଥିବା ନେଇ ସୂଚନା ପାଇବା ପରେ ଆଜି ସକାଳେ ପୁଲିସ୍ ପକ୍ଷରୁ ଅପରେସନ୍ ଆରମ୍ଭ କରାଯାଇଥିଲା। ଏହି ସମୟରେ ନକ୍ସଲଙ୍କ ସହିତ ପୁଲିସର  ମୁହାଁମୁହିଁ ହୋଇଥିଲା। ଉଭୟ ପକ୍ଷ ମଧ୍ୟରେ କିଛି ଘଣ୍ଟା ଧରି ଗୁଳିବିନିୟମ ହୋଇଥିଲା।ପୁଲିସ ଗୋଟିଏ ନକ୍ସଲ କ୍ୟାମ୍ପ … Continue reading ପୋଲିସ-ମୋଓବାଦୀ ଗୁଳି ବିନିମୟ