26.1 C
Bhubaneswar
Tuesday, March 17, 2026
Homeଓଡିଶାଡାଳିମ୍ବ ଚୋପାରେ ଅଛି ଓ଼ମେଗା ସିକ୍ସ ଫ୍ୟାଟ ଏସିଡ

ଡାଳିମ୍ବ ଚୋପାରେ ଅଛି ଓ଼ମେଗା ସିକ୍ସ ଫ୍ୟାଟ ଏସିଡ

ଭୁବନେଶ୍ୱର: ଡାଳିମ୍ବକୁ ବିଭିନ୍ନ ଉପକାରୀ ଫଳ ମଧ୍ୟରୁ ଅନ୍ୟତମ ଭାବେ ବିବେଚନା କରାଯାଏ। ଏଥିରେ ଜିଙ୍କ, ପୋଟାସିୟମ୍, ଆଇରନ୍ ଏବଂ ଓମେଗା-6 ଫ୍ୟାଟି ଏସିଡ୍ ଥାଏ। ଡାଳିମ୍ବ ଖାଇବା ଦ୍ୱାରା ଶରୀରକୁ ଶକ୍ତି ମିଳିବା ସହ ରକ୍ତହୀନତା ସମସ୍ୟା ଦୂର ହୋଇଥାଏ ଏବଂ ରୋଗପ୍ରତିରୋଧକ ଶକ୍ତି ମଧ୍ୟ ବଢିଥାଏ।
ଡାଳିମ୍ବ ଚୋପାର ଉପକାରିତା:-
ହୃଦୟକୁ ସୁସ୍ଥ ରଖେ- ଡାଳିମ୍ବ ଚୋପା ଆଣ୍ଟିଅକ୍ସିଡାଣ୍ଟରେ ଭରପୂର। ଏହା ହୃଦୟ ସ୍ୱାସ୍ଥ୍ୟକୁ ସୁସ୍ଥ ରଖିବାରେ ସାହାଯ୍ୟ କରିଥାଏ। ଡାଳିମ୍ବ ଚୋପାର ଚା’ ପିଇବା ଦ୍ୱାରା କୋଲେଷ୍ଟ୍ରଲ ହ୍ରାସ ହୋଇପାରେ। କୋଲେଷ୍ଟ୍ରଲ ନିୟନ୍ତ୍ରଣରେ ରହିଲେ, ହୃଦୟ ସ୍ୱାସ୍ଥ୍ୟ ଆପଣାଛାଏଁ ବଜାୟ ରହିଥାଏ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking