32.1 C
Bhubaneswar
Saturday, October 19, 2024
Homeଦେଶ ବିଦେଶସୁସ୍ଥ ହୋଇ ଡାକ୍ତରଖାନାରୁ ଫେରିଲେ ପୋପ ଫ୍ରାନ୍ସିସ

ସୁସ୍ଥ ହୋଇ ଡାକ୍ତରଖାନାରୁ ଫେରିଲେ ପୋପ ଫ୍ରାନ୍ସିସ

ରୋମ: ପୋପ ଫ୍ରାନସିସ ବ୍ରୋଙ୍କାଇଟିସ ଚିକିତ୍ସା ପରେ ଭାଟିକାନ ଫେରିଛନ୍ତି । ତାଙ୍କର ଶ୍ୱାସକ୍ରିୟା ଜନିତ ସମସ୍ୟା ଦେଖା ଦେଇଥିଲା । ମାର୍ଚ୍ଚ ୩୦ ତାରିଖରେ ତାଙ୍କୁ ଜେମେଲି ହସପିଟାଲରେ ଭର୍ତ୍ତି କରାଯାଇଥିଲା । ଡାକ୍ତରଖାନାରୁ ଡିସଚାର୍ଜ ହେବା ପରେ ତାଙ୍କ ଶୁଭଚିନ୍ତକଙ୍କୁ ଏକ ମଜାଳିଆ ଅନ୍ଦାଜରେ ବାର୍ତ୍ତା ଦେଇ ‘ମୁଁ ବଞ୍ଚିଛି’ ବୋଲି କହିଛନ୍ତି । ୮୮ ବର୍ଷ ବୟସ୍କ ପୋପ ଫ୍ରାନ୍ସିସ ଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ । ତାଙ୍କୁ ଆଣ୍ଟିବାୟୋଟିକ ଦିଆଯାଇଥିଲା । ସେ ସାମାନ୍ୟ ଆଶ୍ୱସ୍ତି ଲାଭ କରିଥିଲେ । ସେ ଅନ୍ୟ କାହାର ସହାୟତା ନ ନେଇ ନିଜ ବାଡି ସାହାଯ୍ୟରେ ଘରକୁ ଫେରିଥିଲେ । ସେ ଏପରି ଆସି ସମସ୍ତଙ୍କୁ ଜଣାଇବାକୁ ଚାହୁଁଥିଲେ ଯେ ସେ ସୁସ୍ଥ ଅଛନ୍ତି ।

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking