ଶ୍ୱାସରୁଦ୍ଧରୁ ଧର୍ମେନ୍ଦ୍ରଙ୍କ ମୃତ୍ୟୁ ପୋଷ୍ଟମର୍ଟମ ରିପୋର୍ଟ

ଭୁବନେଶ୍ୱର:ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ଆତ୍ମହତ୍ୟା ମାମଲାରେ ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ଏହାରି ମଧ୍ୟରେ ସାମ୍ନାକୁ ଆସିଛି ଧର୍ମେନ୍ଦ୍ର ସାହୁଙ୍କ ପୋଷ୍ଟମର୍ଟମ ରିପୋର୍ଟ । ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ ରହିଛି । ଏହା ସହ ଧର୍ମେନ୍ଦ୍ରଙ୍କ ଶରୀରରେ କୌଣସି କ୍ଷତି ହୋଇନଥିବା ରିପୋର୍ଟରେ ଉଲ୍ଲେଖ ରହିଛି । ତେବେ ଶନିବାର ଦିନ ଧର୍ମେନ୍ଦ୍ରଙ୍କ ଝୁଲନ୍ତା ମୃତଦେହ ଘର ବାଲେକୋନିରୁ ଉଦ୍ଧାର ହୋଇଥିଲା । ଧର୍ମେନ୍ଦ୍ର ତାଙ୍କ ମୃତ୍ୟୁର ୪ … Continue reading ଶ୍ୱାସରୁଦ୍ଧରୁ ଧର୍ମେନ୍ଦ୍ରଙ୍କ ମୃତ୍ୟୁ ପୋଷ୍ଟମର୍ଟମ ରିପୋର୍ଟ