38.3 C
Bhubaneswar
Friday, June 19, 2026
Homeଓଡିଶାଘୁଞ୍ଚିଲା ଆର୍‌ଆଇ ପରୀକ୍ଷା

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା

ଭୁବନେଶ୍ୱର: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି OSSSC ପକ୍ଷରୁ ଗୁରୁବାର ଅବଗତ କରାଯାଇଛି।NEET-UG ପରୀକ୍ଷା କାରଣରୁ ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଥିବା ନେଇ OSSSC ପକ୍ଷରୁ ଏକ ବିଜ୍ଞପ୍ତି ମାଧ୍ୟମରେ ଜଣାଇ ଦିଆଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking