17.1 C
Bhubaneswar
Sunday, December 21, 2025
Homeଓଡିଶାଓଡିଶାରେ ହେବ ଶକ୍ତି କରିଡର: ଉପମୁଖ୍ୟମନ୍ତ୍ରୀ

ଓଡିଶାରେ ହେବ ଶକ୍ତି କରିଡର: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡିଶାରେ ହେବ ଶକ୍ତି କରିଡର । ରାଜ୍ୟରେ ଥିବା ସମସ୍ତ ଶକ୍ତିପୀଠକୁ ଯୋଡାଯିବ । ଖୁବଶୀଘ୍ର ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯିବ । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking