32.8 C
Bhubaneswar
Tuesday, April 16, 2024
Homeଓଡିଶାବିଧାୟକ ପ୍ରଦୀପ ମହାରଥୀଙ୍କୁ କରୋନା

ବିଧାୟକ ପ୍ରଦୀପ ମହାରଥୀଙ୍କୁ କରୋନା

ଭୁବନେଶ୍ବର : ରାଜ୍ୟରେ ଏବେ ହୁୂ ହୁ ହୋଇ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ପ୍ରତିଦିନ ହଜାର ହଜାର ସଂଖ୍ୟାରେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ସରକାର ବାରମ୍ବାର ସତର୍କ ରହିବାକୁ ପରାମର୍ଶ ଦେଉଛନ୍ତି । ହେଲେ ସବୁ ପରେ ବି ପଜିଟିଭ କେସ ବାହାରୁଛି । ନେତାଠୁ ଆରମ୍ଭ କରି ଅଭିନେତା ସମସ୍ତେ କରୋନାର ଫାଶରେ ପଡୁଛନ୍ତି । ଏହାରି ଭିତରେ ବିଜେଡି ବିଧାୟକ ପ୍ରଦୀପ ମହାରଥୀ କରୋନା ସଂକ୍ରମିତ ହୋଇଛନ୍ତି।  ଏ ନେଇ ସେ ଗତକାଲି ନିଜେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ଯେଉଁ ମାନେ ଗତ କିଛି ଦିନ ହେବ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି କରୋନା ପରୀକ୍ଷା କରାଇ ନିଅନ୍ତୁ ବୋଲି ବିଧାୟକ ପ୍ରଦୀପ ମହାରଥୀ ତାଙ୍କ ସୋଶିଆଲ ମିଡିଆରେ ପୋଷ୍ଟ କରି କହିଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking