ଭୁୁବନେଶ୍ୱର : ବରିଷ୍ଠ ବିଜେଡି ନେତା ପ୍ରଫୁଲ୍ଲ ସାମଲଙ୍କୁ ନୂଆ ଦାୟିତ୍ୱ ମିଳିଛି । ବିଜେଡି ଶ୍ରମିକ ସାମ୍ମୁଖ୍ୟର ରାଜ୍ୟ ସଭାପତି ଦାୟିତ୍ୱ ନ୍ୟସ୍ତ କରିଛନ୍ତି ।