31.1 C
Bhubaneswar
Wednesday, May 8, 2024
Homeଓଡିଶାମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ କୋଭିଡ୍ ପଜିଟିଭ୍

ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଥିବା ବେଳେ ଆଉ ଜଣେ ମନ୍ତ୍ରୀ ଏହାର କବଜାକୁ ଆସିଛନ୍ତି । କାମାକ୍ଷାନଗର ବିଧାୟକ ତଥା ରାଜ୍ୟ ଖଣି, ଇସ୍ପାତ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । କରୋନା ଆକ୍ରାନ୍ତ ନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଏବେ ସେ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କୋଭିଡ୍ ଟେଷ୍ଚ କରାଇବା ସହ ସଂଗରୋଧରେ ରହିବା ପାଇଁ ଅନୁରୋଧ କରିଛନ୍ତି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking