28.1 C
Bhubaneswar
Friday, April 26, 2024
Homeଦେଶ ବିଦେଶପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟବସ୍ଥାରେ ଅବନତି

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟବସ୍ଥାରେ ଅବନତି

ନୂଆଦିଲ୍ଲୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟବସ୍ଥା ନେଇ ମେଡ଼ିକାଲ ପକ୍ଷରୁ ସୂଚନା ଦିଆଯାଇଛି । ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ଅବନତି ଘଟିଛି । ପ୍ରଣବଙ୍କ ଫୁସଫୁସରେ ସଂକ୍ରମଣ ହୋଇଥିବା ସୂଚନା ମିଳିଛି । ଏବେ ବି ଭେଣ୍ଟିଲେଟରରେ ସେ ରହିଛନ୍ତି । ସକାଳେ ପ୍ରଣବଙ୍କ ପୁଅ ଅଭିଜିତ ମୁଖାର୍ଜୀ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ନେଇ ଟ୍ୱିଟ କରିଥିଲେ ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking