29.1 C
Bhubaneswar
Saturday, April 27, 2024
Homeଦେଶ ବିଦେଶପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ

ନୂଆଦିଲ୍ଲୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଛି । ଏବେ ବି ଭେଣ୍ଟିଲେଟରରେ ଅଛନ୍ତି ପ୍ରଣବ ମୁଖାର୍ଜୀ ।୧୦ ତାରିଖରେ ମସ୍ତିଷ୍କରେ ଅସ୍ତ୍ରୋପଚାର ପରେ ବି ସୁଧୁରିନି ତାଙ୍କର ଅବସ୍ଥା । ଏବେ ଦିଲ୍ଲୀ କ୍ୟାଣ୍ଟନମେଣ୍ଟର ଆର୍ମି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି ପ୍ରଣବ । ଗତକାଲି ଏ ନେଇ ତାଙ୍କ ଝିଅ ଟୁଇଟ ମଧ୍ୟ କରିଥିଲେ । 

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking