37.1 C
Bhubaneswar
Saturday, April 20, 2024
Homeଓଡିଶାପ୍ରଶାନ୍ତ ଜଗଦ୍ଦେବଙ୍କୁ ଆଗୁଆ ମିଳିଲାନି ଜାମିନ

ପ୍ରଶାନ୍ତ ଜଗଦ୍ଦେବଙ୍କୁ ଆଗୁଆ ମିଳିଲାନି ଜାମିନ

ଭୁବନେଶ୍ୱର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଆଗୁଆ ମିଳିଲାନି ଜାମିନ । ବିଧାୟକ ପ୍ରଶାନ୍ତଙ୍କୁ ହାଇକୋର୍ଟ ଆଗୁଆ ଜାମିନ ଦେଇନାହାନ୍ତି । ଶୁକ୍ରବାର ତଳ କୋର୍ଟରେ ହାଜର ହେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ନିମ୍ନ କୋର୍ଟରେ ହାଜର ହୋଇ ଜାମିନ ଆବେଦନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଯଦି ଆବେଦନ କରନ୍ତି ସେହିଦିନ ନିଷ୍ପତ୍ତି ନେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ସେହିଦିନ ଜାମିନ ସଂପର୍କରେ ନିଷ୍ପତ୍ତି ନେବାକୁ ନିମ୍ନ କୋର୍ଟକୁ ନିର୍ଦ୍ଦେଶ ଦିଆଯାଇଛି । ପ୍ରଶାନ୍ତଙ୍କ ନାଁ ରେ ବିଜେପି ମଣ୍ଡଳ ସଭାପତିଙ୍କୁ ଆକ୍ରମଣ ମାମଲା ରହିଛି । ଆକ୍ରମଣ ଘଟଣା ପରେ ପ୍ରଶାନ୍ତଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking