38.1 C
Bhubaneswar
Monday, April 15, 2024
Homeଓଡିଶାପଦ୍ମ ଧରିବେ ପ୍ରଶାନ୍ତ ଜଗଦ୍ଦେବ !

ପଦ୍ମ ଧରିବେ ପ୍ରଶାନ୍ତ ଜଗଦ୍ଦେବ !

ଭୁବନେଶ୍ୱର : ବିଜେପିରେ ଯୋଗଦେଇପାରନ୍ତି ପ୍ରଶାନ୍ତ ଜଗଦ୍ଦେବ । ପଦ୍ମ ଧରିପାରନ୍ତି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଆଜି ଅପରାହ୍ଣଣରେ ବିଜେପିରେ ସାମିଲ ହେବା ନେଇ ଚର୍ଚ୍ଚା । ବିଜେଡି ତାଙ୍କୁ ପୁଣି ଥରେ ଟିକେଟ ଦେବ ନାହିଁ ବୋଲି ଜାଣିବା ପରେ ଜଗଦ୍ଦେବ ବିଜେପିରେ ସାମିଲ ହେବା ପାଇଁ ନିଷ୍ପତି କରିଥିଲେ। ହେଲେ କୌଣସି କାରଣରୁ ତାହା ସମ୍ଭବ ହୋଇପାରି ନ ଥିଲା। ସେ ବିଜେପିରେ ମିଶିବା ପରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳିରୁ ପ୍ରାର୍ଥୀ ହେବେ ବୋଲି ଜଣାପଡିଛି।

ଆଜି ପ୍ରାର୍ଥୀଙ୍କ ନାମ ଘୋଷଣା କରିପାରେ ବିଜେପି

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking