28.1 C
Bhubaneswar
Sunday, September 8, 2024
Homeଓଡିଶାଓଡ଼ିଶା ପାଇଁ ‘ପୂର୍ବୋଦୟ’ ସ୍କିମ

ଓଡ଼ିଶା ପାଇଁ ‘ପୂର୍ବୋଦୟ’ ସ୍କିମ

ନୂଆଦିଲ୍ଲୀ : ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ସଂସଦରେ ଆଗତ ହେଲା ପୂର୍ଣ୍ଣାଙ୍ଗ ବଜେଟ୍ । ଦିନ ୧୧ଟା ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରିଛନ୍ତି ।  ସପ୍ତମ ଥର ବଜେଟ ଉପସ୍ଥାପନ କଲେ ନିର୍ମଳା ସୀତାରମଣ ।  ଲଗାତାର ସପ୍ତମ ଥର ପାଇଁ ସଂସଦରେ ଦେଶର ଆୟ-ବ୍ୟୟର ହିସାବ ରଖିଛନ୍ତି ସୀତାରମଣ । ମୋଦି ସରକାର ୩.୦ର ଏହା ପ୍ରଥମ ବଜେଟ୍ ହୋଇଥିବାବେଳେ ଏଥିରୁ ଅନେକ ଆଶା ବାନ୍ଧି ବସିଛନ୍ତି ସବୁ ବର୍ଗର ଲୋକେ । ତେବେ ପୂର୍ବାଞ୍ଚଳ ରାଜ୍ୟର ବିକାଶ ପାଇଁ ଆରମ୍ଭ ହେବ ‘ପୂର୍ବୋଦୟ’ ସ୍କିମ । ପୂର୍ବାଞ୍ଚଳ ରାଜ୍ୟ ସହ ଆଉ ୫ଟି ରାଜ୍ୟ ସାମିଲ ହେବେ । ଏହି ସ୍କିମରେ ସାମିଲ ହେବେ ଓଡ଼ିଶା, ବିହାର, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରେଦଶ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking