37.1 C
Bhubaneswar
Saturday, April 20, 2024
Homeଓଡିଶାଅବପାତ ରୂପ ନେବ ଲଘୁଚାପ

ଅବପାତ ରୂପ ନେବ ଲଘୁଚାପ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ବର୍ଷା ସମ୍ଭାବନା ରହିଛି । ୨୪ ଘଣ୍ଟାରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଘନୀଭୂତ ହେବା ସମ୍ଭାବନା ରହିଛି । ଆନ୍ଧ୍ର ଉପକୂଳରେ ଘନୀଭୂତ ହୋଇ େଓଲ୍ ମାର୍କରେ ପରିଣତ ହେବ । ପରବର୍ତ୍ତୀ ୨୪ ଘଣ୍ଟାରେ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରିବ । ଓଡିଶା-ପଶ୍ଚିମବଙ୍ଗ ଉପକୂଳରେ ଘନୀଭୂତ ହୋଇ ଅବପାତର ରୂପ ନେବ ବୋଲି ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking