31.1 C
Bhubaneswar
Thursday, July 4, 2024
Homeଓଡିଶାଭତ୍ତା ହେବ ୩ ହଜାର : ମନ୍ତ୍ରୀ

ଭତ୍ତା ହେବ ୩ ହଜାର : ମନ୍ତ୍ରୀ

ଭୁବନେଶ୍ୱର : ବାର୍ଦ୍ଧକ୍ୟ, ବିଧବା, ଦିବ୍ୟାଙ୍ଗ ଭତ୍ତା ୩ହଜାର ଟଙ୍କା ବୃଦ୍ଧି ହେବ ବୋଲି ପ୍ରସ୍ତୁତି ଚାଲିଛି । ରାଜ୍ୟରେ ସମସ୍ତ ଭତ୍ତା ୩ହଜାର ଟଙ୍କା ବୃଦ୍ଧି ନେଇ ନିଷ୍ପତି ହୋଇଛି । ଏନେଇ ପ୍ରସ୍ତୁତି ଚାଲିଥିବା ସାମାଜିକ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି । ବାର୍ଦ୍ଧକ୍ୟ, ବିଧବା, ଦିବ୍ୟାଙ୍ଗ ଭତ୍ତା ୩ହଜାର ଟଙ୍କା ବୃଦ୍ଧି ହେବ ବୋଲି ପ୍ରସ୍ତୁତି ଚାଲିଛି । ମନ୍ତ୍ରୀ କହିଛନ୍ତି ଯେ ବଜେଟରେ କେତେ ଆସୁଛି ଦେଖିବୁ, ଅର୍ଥ ବିଭାଗର କ୍ଲିୟରାନ୍ସ ନେବୁ ଏବଂ ପରବର୍ତ୍ତୀ ପର୍ଯ୍ୟାୟରେ ଏହାକୁ କାର୍ଯ୍ୟକାରୀ କରିବୁ ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking