29.1 C
Bhubaneswar
Thursday, May 9, 2024
Homeଓଡିଶାସମ୍ଭାବ୍ୟ ବାତ୍ୟା ପାଇଁ ସରକାର ପ୍ରସ୍ତୁତ

ସମ୍ଭାବ୍ୟ ବାତ୍ୟା ପାଇଁ ସରକାର ପ୍ରସ୍ତୁତ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ନେଇ ସରକାର ପ୍ରସ୍ତୁତ ଥିବା କହିଛନ୍ତି ମୁଖ୍ୟଶାସନ ସଚିବ । ଏ ପର୍ଯ୍ୟନ୍ତ ବାତ୍ୟା ନେଇ ସଠିକ ଆକଳନ ହୋଇ ପାରିନି । ୨-୩ ଦିନ ପରେ ବାତ୍ୟା ସମ୍ପର୍କରେ ରୂପ ରେଖ ସ୍ପଷ୍ଟ ହେବ । ସମ୍ଭାବ୍ୟ ବାତ୍ୟା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି । ଏଥିପାଇଁ ସତର୍କ ରହିବାକୁ ସମସ୍ତ ଜିଲ୍ଲାପାଳ ଙ୍କୁ ଆଲର୍ଟ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking