19.1 C
Bhubaneswar
Thursday, January 27, 2022
Homeଓଡିଶାବିଜୁଳି ପାଇଁ ପ୍ରିପେଡ ସ୍ମାର୍ଟ ମିଟର

ବିଜୁଳି ପାଇଁ ପ୍ରିପେଡ ସ୍ମାର୍ଟ ମିଟର

ଭୁବନେଶ୍ୱର: ବିଧାନସଭା ଶକ୍ତି ବିଭାଗ ଷ୍ଟାଣ୍ଡିଂ କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ବୈଠକରେ ନିଷ୍ପତ୍ତି ନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିଛନ୍ତି, ଏଣିକି ସ୍ୱୟଂସହାୟିକା ଗୋଷ୍ଠୀଙ୍କ ଦ୍ୱାରା ବିଦ୍ୟୁତ ବିଲ ଆଦାୟ କରାଯିବ । ଘରକୁ ଘର ବୁଲି ବିଦ୍ୟୁତ ବିଲ ଆଦାୟ କରିବେ ଏସଏଚଜି । ପ୍ରିପେଡ ସ୍ମାର୍ଟ ମିଟର ଲାଗିବ । ସିମ କାର୍ଡ ଜରିଆରେ ବିଲ ପେମେଣ୍ଟ ହେବ । ଜଣେ ଯେତିକି ଟଙ୍କା ପେମେଣ୍ଟ କରିବ, ସେତିକି ବିଜୁଳି ବ୍ୟବହାର କରିବ । ପ୍ରତି ମାସ ଶେଷରେ ଗ୍ରାହକଙ୍କୁ ବିଲ ଦେବା ପାଇଁ କୁହାଯାଇଛି । ଠିକ ସମୟରେ ବିଲ ଆଦାୟ ପାଇଁ ମଧ୍ୟ କୁହାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking