21.1 C
Bhubaneswar
Tuesday, February 24, 2026
Homeଦେଶ ବିଦେଶ୧୦ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି କଲେ ରାଷ୍ଟ୍ରପତି

୧୦ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ : ୧୦ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି କରିଛନ୍ତି ରାଷ୍ଟ୍ରପତି। ପଞ୍ଜାବ ଓ ଚଣ୍ଡିଗଡ଼ର ନୂଆ ରାଜ୍ୟପାଳ ହେଲେ ଗୁଲାବ ଚାନ୍ଦ କଟରିଆ। ସେହିଭଳି ରାଜସ୍ଥାନର ନୂଆ ରାଜ୍ୟପାଳ ହେଲେ ହରିଭାଓ କିଷାନରାଓ ବାଗ୍‌ଦେ। ପଞ୍ଜାବର ନୂଆ ରାଜ୍ୟପାଳ ହେଲେ ଗୁଲାବ ଚାନ୍ଦ କଟରିଆ। ହରିଭାଓ କିଷାନରାଓ ବାଗଦେ ରାଜସ୍ଥାନର ରାଜ୍ୟପାଳ, ଜିଷ୍ଣୁଦେବ ବର୍ମା ତେଲେଙ୍ଗାନାର ରାଜ୍ୟପାଳ, ସନ୍ତୋଷ କୁମାର ଗାଙ୍ଗୱାର ହେଲେ ଝାଡ଼ଖଣ୍ଡର ରାଜ୍ୟପାଳ ଓ ବିଶ୍ବଭୂଷଣ ହରିଚନ୍ଦନଙ୍କ ବଦଳରେ ରାମେନ ଡିକା ଛତିଶଗଡ଼ ରାଜ୍ୟପାଳ ହୋଇଛନ୍ତି । ଅନ୍ୟପଟେ ପଞ୍ଜାବ ରାଜ୍ୟପାଳ ବନୱାରୀଲାଲ ପୁରୋହିତଙ୍କ ଇସ୍ତଫାପତ୍ର ଗ୍ରହଣ କରିଛନ୍ତି ରାଷ୍ଟ୍ରପତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking