ବ୍ରହ୍ମାକୁମାରୀ କେନ୍ଦ୍ରରେ ରାଷ୍ଟ୍ରପତି

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଆଜି ତୃତୀୟ ତଥା ଶେଷ ଦିନ । ରାଜଭବନରୁ ବାହାରି ତମାଣ୍ଡୋରେ ପହଞ୍ôଚଲେ ରାଷ୍ଟ୍ରପତି । ତମାଣ୍ଡୋ ସ୍ଥିତ ବ୍ରହ୍ମାକୁମାରୀ କେନ୍ଦ୍ରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଲାଇଟହାଉସ କଂପ୍ଲେକ୍ସର ଶିଳାନ୍ୟାସ କଲେ ରାଷ୍ଟ୍ରପତି । ଏନେଇ ସେଠାରେ ବୃକ୍ଷରୋପଣ କାର୍ଯ୍ୟକ୍ରମର ମଧ୍ୟ ଆୟୋଜନ କରାଯାଇଛି । ବାଲିପଡ଼ିଆଠାରେ ଆୟୋଜିତ ରାଜ୍ୟସ୍ତରୀୟ ଇୟର ଅଫ୍ ପଜିଟିଭ୍ ଚେଂଜ-୨୦୨୩ ଥିମ୍ର ଲୋକାର୍ପଣ ଉତ୍ସବରେ ଯୋଗଦେବେ । କାର୍ଯ୍ୟକ୍ରମ ଶେଷ ହେବା … Continue reading ବ୍ରହ୍ମାକୁମାରୀ କେନ୍ଦ୍ରରେ ରାଷ୍ଟ୍ରପତି