32.1 C
Bhubaneswar
Thursday, March 28, 2024
Homeଓଡିଶାଏନ୍‌ଆଇଟି ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି

ଏନ୍‌ଆଇଟି ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି

ରାଉରକେଲା: ରାଉରକେଲା ବିମାନ ବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ତାଙ୍କ ସହିତ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ପେଟ୍ରୋଲିୟମ, ପ୍ରାକୃତିକ ଗ୍ୟାସ ଓ ଉସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଇସ୍ପାତ ରାଜ୍ୟ ମନ୍ତ୍ରୀ ଫଗନ ସିଂହ କୁଲସ୍ତେ, ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ, ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ, ସେଲ ଅଧକ୍ଷ୍ୟା ସୋମା ମଣ୍ଡଳ ଓ ଅନ୍ୟ ବରିଷ୍ଟ ଅଧିକାରୀ ଉପସ୍ଥିତ ଥିଲେ।

ବିମାନ ବନ୍ଦରରେ ରାଷ୍ଟ୍ରପତିଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିଲା। ପରେ ବିମାନ ବନ୍ଦରରୁ ରାଷ୍ଟ୍ରପତି ସିଧାସଳଖ ଏନଆଇଟିର ସମାବର୍ତ୍ତନ ଉତ୍ସବରେ ଯୋଗଦେଇଛନ୍ତି l ରାଷ୍ଟ୍ରପତି ରାମନାଥ କୋବିନ୍ଦ ପୂର୍ଵାହ୍ନ ୧୧ଟା ରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଏନଆଇଟିରେ ରହିବେ। ଅପରାହ୍ଣ ୩ଟା ୪୫ ମିନିଟରେ ସେ ସୁପର ସ୍ପେସିଆଲିଟି ହସ୍ପିଟାଲକୁ ଲୋକାର୍ପଣ କରିବେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking