30.1 C
Bhubaneswar
Friday, April 26, 2024
Homeଦେଶ ବିଦେଶବ୍ରିଟେନ୍‌ରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ବ୍ରିଟେନ୍‌ରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଲଣ୍ଡନ: ବ୍ରିଟେନ୍‌ରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । କୁଇନ୍‌ ଏଲିଜାବେଥ୍‌ ଦ୍ବିତୀୟଙ୍କ ଶେଷକୃତ୍ୟରେ ସାମିଲ ହେବା ପାଇଁ ଲଣ୍ଡନରେ ପହଞ୍ଚିଛନ୍ତି ଭାରତର ରାଷ୍ଟ୍ରପତି । ରବିବାର ଭୋର୍‌ ୫ଟା ବେଳେ (ଲଣ୍ଡନ ସମୟ ସେପ୍ଟେମ୍ବର ୧୭ ସନ୍ଧ୍ୟା) ଲଣ୍ଡନରେ ପହଞ୍ଚିଛନ୍ତି ଦ୍ରୌପଦୀ ମୁର୍ମୁ । ଭାରତ ସରକାରଙ୍କ ପକ୍ଷରୁ ରାଷ୍ଟ୍ରପତି ମୁର୍ମୁ ରାଣୀଙ୍କ ଶେଷ ଦର୍ଶନ କରିବା ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବାର କାର୍ଯ୍ୟକ୍ରମ ରହିଛି । ଆସନ୍ତାକାଲି ଅର୍ଥାତ ସୋମବାର ଲଣ୍ଡନର ଓ୍ବେଷ୍ଟମିନଷ୍ଟେର ସ୍ଥିତ ଆବେରେ କୁଇନ୍‌ ଏଲିଜାବେଥ୍‌ ଦ୍ବିତୀୟଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking