26.1 C
Bhubaneswar
Thursday, March 27, 2025
Homeଓଡିଶାଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବିମାନବନ୍ଦରରେ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେଠାରୁ ସେ ସ୍ବତନ୍ତ୍ର ହେଲିକପ୍ଟରରେ ନୟାଗଡ଼ ଯିବେ ଏବଂ କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ କରିବେ । ତେବେ ରାଷ୍ଟ୍ରପତିଙ୍କ କଣ୍ଟିଲୋ ଗସ୍ତ ପାଇଁ ବ୍ୟାପକ ପ୍ରସ୍ତୁତି କରିଛି ପ୍ରଶାସନ ।  ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ୩୦ ପ୍ଲାଟୁନ ଫୋର୍ସ ନିୟୋଜିତ ହୋଇଥିବା ବେଳେ ୬ ଜଣ ଏସପି ରାଙ୍କ୍‌ ଅଫିସର ନିୟୋଜିତ ହୋଇଛନ୍ତି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking