ସୁଖୋଇ-୩୦ରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ସୁଖୋଇ -୩୦ରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ବାୟୁସେନାର ଯୁଦ୍ଧ ବିମାନ ସୁଖୋଇ-୩୦ରେ ଉଡିଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଆସାମର ତେଜପୁର ଏୟାର ଫୋର୍ସ ଷ୍ଟେସନରୁ ସୁଖୋଇ ୩୦ର କୋ ପାଇଲଟ୍ ସିଟରେ ସେ ବସିଛନ୍ତି ଓ ଆକାଶ ମାର୍ଗରେ ବୁଲୁୂଛନ୍ତି । ବାୟୁସେନା ପକ୍ଷରୁ ଏହି ସୂଚନା ଦିଆଯାଇଛି। ରାଷ୍ଟ୍ରପତି ହେଉଛନ୍ତି ଦେଶର ତିନି ସେନାର ସୁପ୍ରିମ କମାଣ୍ଡର । ତାଙ୍କୁ ଦେଶର ସାମରିକ ଶକ୍ତି, ଅସ୍ତ୍ରଶସ୍ତ୍ର ଓ ରଣନୀତି … Continue reading ସୁଖୋଇ-୩୦ରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ