33.3 C
Bhubaneswar
Monday, August 3, 2026
Homeଓଡିଶାକଟକ ଅଭିମୁଖେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

କଟକ ଅଭିମୁଖେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

କଟକ: କଟକ ଅଭିମୁଖେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । କଡା ସୁରକ୍ଷା ଭିତରେ ଲୋକଭବନରୁ ବାହାରିଲେ । ପ୍ରବଳ ବର୍ଷା ଭିତରେ ଯାଉଛି ରାଷ୍ଟ୍ରପତିଙ୍କ କାରକେଡ । ଏକ ଘରୋଇ ବିଶ୍ୱବିଦ୍ୟାଳୟ କାର୍ଯ୍ୟକ୍ରମରେ ଯୋଗଦେବେ । ପୂର୍ବରୁ ରାଷ୍ଟ୍ରପତି  ଦ୍ରୌପଦୀ ମୁର୍ମୁ  ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରରେ ପହଂଚି ଥିଲେ ସେଠାରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା ରାଜ୍ୟପାଳ , ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ବରିଷ୍ଠ ପୋଲିସ ଅଧିକାରୀ ମାନେ ଉପସ୍ଥିତ ରହି ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରୁଥିଲେ , ପରେ ସ୍ୱତନ୍ତ୍ର କାରକେଡ ରେ ଲୋକଭବନ ଅଭିମୁଖେ ବାହାରଇ ସେଠାରେ କିଛି ସମୟ ବିଶ୍ରାମ ନେଇଥିଲେ । ରାଷ୍ଟ୍ରପତିଙ୍କ ଗସ୍ତ କୁନେଇ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking