31.1 C
Bhubaneswar
Friday, May 10, 2024
Homeଓଡିଶାକେନ୍ଦୁଝରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

କେନ୍ଦୁଝରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

କେନ୍ଦୁଝର : କେନ୍ଦୁଝରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସ୍ୱତନ୍ତ୍ର ହେଲିକପ୍ଟରରେ ରାଇସୁଆଁ ଏୟାରଷ୍ଟ୍ରିପରେ ପହଞ୍ଚିଥିଲେ । ରାଇସୁଆଁରୁ ଗୋନାସିକା ଅଭିମୁଖେ ରାଷ୍ଟ୍ରପତି ଯାତ୍ରା କରିବେ । ଗୋନାସିକାରେ ଜୁଆଙ୍ଗ ଜନଜାତିଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ।

ଖଣି ଦୁର୍ନୀତି ମାମଲାରେ ଅଖିଳେଶ ଯାଦବଙ୍କୁ ସିବିଆଇ ପଠାଇଛି ସମନ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking