28.7 C
Bhubaneswar
Thursday, April 9, 2026
Homeଓଡିଶାରଥଯାତ୍ରାରେ ଯୋଗ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରଥଯାତ୍ରାରେ ଯୋଗ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ରଥଯାତ୍ରାରେ ଯୋଗ ଦେଇପାରନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଏଥର ରଥଯାତ୍ରାରେ ସାମିଲ ହୋଇପାରନ୍ତି ବୋଲି ବିଶେଷ ସୂତ୍ରରୁ ସୂଚନା ମିଳିଛି। ଜୁଲାଇ ୬ରୁ ୯ ତାରିଖ ପର୍ଯ୍ୟନ୍ତ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିପାରନ୍ତି ରାଷ୍ଟ୍ରପତି। ଏହିସମୟରେ ପୁରୀ ଓ ଭୁବନେଶ୍ୱରର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର ରହିଛି।

୭ରୁ ୮ତାରିଖ ଦୁଇ ଦିନ ରାଷ୍ଟ୍ରପତି ପୁରୀରେ ରହିବା ସହ ଶ୍ରୀଜିଉଙ୍କୁ ଦର୍ଶନ କରିବେ। ଏଥିସହ ରଥଯାତ୍ରାରେ ଯୋଗ ଦେଇପାରନ୍ତି ବୋଲି ବିଶେଷ ସୂତ୍ରରୁ ସୂଚନା ମିଳିଛି। ସେହିପରି ରାଷ୍ଟ୍ରପତି ଭୁବନେଶ୍ୱର ସ୍ଥିତ ଖଣ୍ଡଗିରିରେ ଥିବା କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking