ଯଶୱନ୍ତ ସିହ୍ନା ରାଷ୍ଟ୍ରପତି ପ୍ରାର୍ଥୀ

ନୂଆଦିଲ୍ଲୀ : ଯଶୱନ୍ତ ସିହ୍ନା ହେବେ ମିଳିତ ବିରୋଧୀ ଦଳ ରାଷ୍ଟ୍ରପତି ପ୍ରାର୍ଥୀ । ମିଳିତ ବିରୋଧୀ ଦଳ ବୈଠକରେ ସିହ୍ନାଙ୍କ ନାଁ ଚୁଡାନ୍ତ ସୂଚନା ।ପ୍ରେସମିଟରେ ଯଶୱନ୍ତ ସିହ୍ନାଙ୍କ ନାଁ ଘୋଷଣା କଲେ ଖାର୍ଗେ । ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାର୍ଗେ ଘୋଷଣା କଲେ । ଏନସିପି ସୁପ୍ରିମୋ ଶରଦ ପାବ୍ୱାର ଙ୍କ ଉପସ୍ଥିତିରେ ଖାର୍ଗେଙ୍କ ଘୋଷଣା । ଆଜି ପୂର୍ବାହ୍ନରେ ଟିଏମସିରୁ ଇସ୍ତଫା ଦେଇଥିଲେ ଯଶୱନ୍ତ ସିହ୍ନା । ରାଷ୍ଟ୍ରପତି ନିର୍ବାଚନ ପାଇଁ … Continue reading ଯଶୱନ୍ତ ସିହ୍ନା ରାଷ୍ଟ୍ରପତି ପ୍ରାର୍ଥୀ