26.1 C
Bhubaneswar
Wednesday, March 25, 2026
Homeଓଡିଶାଭୁବନେଶ୍ୱରରେ ରାଷ୍ଟ୍ରପତି

ଭୁବନେଶ୍ୱରରେ ରାଷ୍ଟ୍ରପତି

ଭୁବନେଶ୍ୱର : ଭୁବନେଶ୍ୱର ବିମାନବନ୍ଦରରରେ ପହଞ୍ଚିଲେ ରାଷ୍ଟ୍ରପତି । ସ୍ୱତନ୍ତ୍ର ବିମାନ ଯୋଗେ ପହଞ୍ଚିଲେ  ରାଷ୍ଟ୍ରପତି । ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି  ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ବିମାନ ବନ୍ଦରରୁ  ରାଜଭବନ ଯିବେ । ଆସନ୍ତାକାଲି ପ୍ରବାସୀ ଭାରତୀୟ ଦିବସର ଉଦ୍‌ଯାପନୀ ସମାରୋହ। ଏଥିରେ  ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେବାର କାର‌୍ୟ୍ୟକ୍ରମ ଅଛି। ରାଷ୍ଟ୍ରପତି ପ୍ରବାସୀ ଭାରତୀୟଙ୍କୁ ପ୍ରବାସୀ ଭାରତୀୟ ସମ୍ମାନରେ ସମ୍ମାନିତ କରିବେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking