19.1 C
Bhubaneswar
Wednesday, February 11, 2026
Homeଓଡିଶାଦୁଇ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି; ୨୩ରେ ମୟୂରଭଞ୍ଜ,୨୪ରେ ପୁରୀ

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି; ୨୩ରେ ମୟୂରଭଞ୍ଜ,୨୪ରେ ପୁରୀ

ଭୁବନେଶ୍ୱର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ତଥା ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ। ଚଳିତ ମାସ ୨୩ରେ ସେ ମୟୂରଭଞ୍ଜ ଓ୨୪ରେ ପୁରୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରଥମେ ୨୩ରେ ପହଞ୍ଚି ମୟୂରଭଞ୍ଜରେ ଘରେ ରାତ୍ରିଯାପନ କରିବେ। ପରଦିନ ଅର୍ଥାତ ୨୪ରେ ସେ ପୁରୀ ଗୋପବନ୍ଧୁ ଆୟୁର୍ବେଦ କଲେଜ ପରିସରରେ ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ଏହି କାର୍ଯ୍ୟକ୍ରମ ପୂର୍ବରୁ ରାଷ୍ଟ୍ରପତି ମହାପ୍ରଭୁଙ୍କୁ ଦର୍ଶନ କରିବେ ବୋଲି ଜଣାପଡ଼ିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking