ବିରଜା ମନ୍ଦିରରେ ମା’ଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କଲେ ରାଷ୍ଟ୍ରପତି
ଯାଜପୁର: ମା’ ବିରଜା ମନ୍ଦିର ପରିସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବିରଜା ମନ୍ଦିରରେ ମା’ଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ମନ୍ଦିର ପରିସରରେ ଦେଢ ଘଣ୍ଟା ରହି ନାଭିଗୟାରେ ପିଣ୍ଡଦାନ ସହ ମା’ ବିରଜାଙ୍କୁ ଦର୍ଶନ କରିଛନ୍ତି । ଯାଜପୁର ପରେ ବାଲେଶ୍ବର ଯାଇ ଫକୀରମୋହନ ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ସାମିଲ ହେବା କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ପ୍ରଥମ ଯାଜପୁର ଗସ୍ତକୁ ଐତିହାସିକ ଓ ସ୍ମରଣୀୟ କରିବା ପାଇଁ କୌଣସି … Continue reading ବିରଜା ମନ୍ଦିରରେ ମା’ଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କଲେ ରାଷ୍ଟ୍ରପତି
Copy and paste this URL into your WordPress site to embed
Copy and paste this code into your site to embed