20.1 C
Bhubaneswar
Sunday, December 7, 2025
Homeଓଡିଶା୧୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

୧୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର: ୧୪ଓ ୧୫ ତାରିଖରେ ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୧୪ରେ ଭୁବନେଶ୍ୱରରେ ଏମସ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ । ୧୫ରେ କଟକ ରେଭେନ୍ସା ବିଶ୍ୱ ବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ । ରେଭେନ୍ସା ବାଳିକା ବିଦ୍ୟାଳୟର ଶିଳାନ୍ୟାସ କରିବେ । ଆଦିକବି ସାରଳାଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବେ । କଟକରେ କଳିଙ୍ଗ ରତ୍ନ ପୁରସ୍କାର-୨୦୨୪ ଉତ୍ସବରେ ଅତିଥି ଭାବେ ଯୋଗ ଦେବେ ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking